ସୁନ୍ଦରଗଡ଼/ରାଜଗାଙ୍ଗପୁର (କେ ନ୍ୟୁଜ୍) : ରାଜଗାଙ୍ଗପୁର ସିମେଣ୍ଟ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣରେ ଜଣେ ଶ୍ରମିକ ମୃତ ଏବଂ ତିନି ଜଣ ଗୁରୁତର । ଗୁରୁତରଙ୍କୁ ରାଉରକେଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା ପରେ ଏବଂ ପରେ ସେମାନଙ୍କୁ ଆଇଜିଏଚ୍କୁ ସ୍ଥାନାନ୍ତର କରାଯାଇଛି। କାରଖାନାର ଲାଇନ-ଥ୍ରୀରେ ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣା ପରେ କାରଖାନା ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି ।
ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…
ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…
ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…
ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି । ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…
ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…