ରାଜଧାନୀର ଅଶୋକନଗର ଅଞ୍ଚଳରୁ ସିକ୍ୟୁରିଟି ଗାର୍ଡଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର(କେନ୍ୟୁଜ): ରାଜଧାନୀର ଅଶୋକନଗର ଅଞ୍ଚଳରୁ ଏକ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର । ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ମୃତ ବ୍ୟକ୍ତି ଅଶୋକ ନଗରରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରନ୍ତି । ମୃତ ସିକ୍ୟୁରିଟି ଗାର୍ଡ ହେଲେ ସନ୍ତୋଷ ରାଉତ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.