ଭୁବନେଶ୍ବର(କେନ୍ୟୁଜ୍): ମହଙ୍ଗା ପଡ଼ିଲା କୋଭିଡ ନିୟମ ଉଲ୍ଲଙ୍ଘନ। ଦୁଇଦିନ ପାଇଁ ସିଲ୍ ହେଲା ଭୁବନେଶ୍ୱର ବାପୁଜୀନଗରର ଖାଓଗଲି। ପ୍ରବଳ ଲୋକ ଭିଡ଼ ନେଇ ବିଏମସି ଓ କମିସନରେଟ ପୋଲିସ ପକ୍ଷରୁ ଚଢଉ ହୋଇଥିଲା। ଜନଗହଳିରେ କୋଭିଡ ନିୟମର ଉଲ୍ଲଙ୍ଘନ ନେଇ ୨ଦିନ ପାଇଁ ସିଲ୍ କରିଛି ବିଏମସି।
ଏହା ସହ ମାର୍କେଟ ବିଲ୍ଡିଂରେ ଚଢାଉ ସହ ସଚେତନତା ସୃଷ୍ଟି କରିଛି କମିସନରେଟ ପୋଲିସ। ଏହା ସହ କଳ୍ପନା ଛକରେ ଥିବା ଉତ୍କଳ ଗ୍ୟାଲେରିଆ ମଲରେ ମଧ୍ୟ ପୋଲିସ ଚଢାଉ ହୋଇଛି।
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…
ଭୁବନେଶ୍ୱର : କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…