ରାଜ୍ୟ

ବ୍ରାଉନସୁଗାର ବିକୁଥିବା ବିଏମ୍‌ସି କର୍ମଚାରୀ ଚାକିରିରୁ ନିଲମ୍ବିତ, ଗତକାଲି ଗିରଫ କରିଥିଲା ଲିଙ୍ଗରାଜ ଥାନା ପୋଲିସ୍

ଭୁବନେଶ୍ବର: ଚାକିରିରୁ ନିଲମ୍ବିତ ହେଲେ ବିଏମସି କର୍ମଚାରୀ । ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ବିଏମ୍‌ସି କର୍ମଚାରୀ ଗିରଫ ହୋଇଥିଲେ । ଗତକାଲି ବିଏମସି କର୍ମଚାରୀ ଦିଲ୍ଲୀପ ବେହେରାଙ୍କୁ ଗିରଫ କରିଥିଲା ଲିଙ୍ଗରାଜ ଥାନା ପୋଲିସ୍।

ତାଙ୍କ ନିକଟରୁ ୮୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ ହୋଇଥିଲା । ଏହାସହ ତାଙ୍କ ପାଖରୁ ୪୨ ହଜାର ଟଙ୍କା, ୪୦ ଗ୍ରାମ ସୁନା ଗହଣା ଓ ଗାଡ଼ି ବି ମିଳିଥିଲା । ସେ ବିଏମସିରେ ପିଅନ ଭାବେ କାମ କରୁଥିଲେ । ଅଧିକ ଖୋଲତାଡ ଜାରି ରଖିଛି ଲିଙ୍ଗରାଜ ଥାନା ପୋଲିସ୍ ।

Sonalisa

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago