ରାଜ୍ୟ

ଦୋକାନୀଙ୍କ ପାଇଁ ବିଏମସିର ନୂଆ ଗାଇଡଲାଇନ, ଗ୍ରାହକ ସାମାଜିକ ଦୂରତା ଉଲ୍ଲଙ୍ଘନ କଲେ ଦୋକାନ କରାଯିବ ସିଲ୍

କେନ୍ୟୁଜ୍(ବ୍ୟୁରୋ):  ରଜ ପାଇଁ କର୍ଫ୍ୟୁ କୋହଳ କରି ଭିଡ଼ ହେବା ପରେ ଦୋକାନୀଙ୍କ ପାଇଁ ବିଏମସିର ନୂଆ ଗାଇଡଲାଇନ। ଦୋକାନୀ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରିବା ସୁନିଶ୍ଚିତ କରିବେ। ଏହାର ଉଲ୍ଲଙ୍ଘନ ହେଲେ ଦୋକାନ ସିଲ କରାଯିବ। ଟ୍ରେଡ ଲାଇସେନ୍‌ସ ବାତିଲ ଓ ଅତ୍ୟାବଶ୍ୟକ ସ୍ଥଳେ ଆଇନ ଅନୁଯାୟୀ ଏହାକୁ ରଦ୍ଦ କରାଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କୁହାଯାଇଛି।

ଗ୍ରାହକ କିମ୍ବା ସାଧାରଣ ଲୋକ ମାସ୍କ ନପିନ୍ଧିଲେ, ସାମାଜିକ ଦୂରତା ରକ୍ଷା ନକଲେ ସରକାରୀ ନିୟମ ଅନୁଯାୟୀ ଜରିମାନା କରାଯିବ। ଦୋକାନୀ ଓ ବ୍ୟବସାୟିକ ପ୍ରତିଷ୍ଠାନମାନେ ଏହାକୁ ଦୃଷ୍ଟି ରଖିବେ। ଏହାସହ କରୋନା ସଂକ୍ରମଣକୁ ରୋକିବା ପାଇଁ ରଜ ଦୋଳି, ବାଗୁଡ଼ି ଓ ତାସ ଖେଳ ସଂପୂର୍ଣ୍ଣ ବନ୍ଦ କରାଯାଇଛି ।

KNews Bureau

Recent Posts

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

2 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

9 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

36 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

48 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

1 hour ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago