ସମ୍ଭାବ୍ୟ ବାତ୍ୟା ନେଇ ବିଏମ୍‌ସିର ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ

ଭୁବନେଶ୍ବର(କେନ୍ୟୁଜ): ସମ୍ଭାବ୍ୟ ବାତ୍ୟା ନେଇ ବିଏମ୍‌ସିର ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ। ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ। ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଅଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି କିପରି କରାଯିବ ସେ ନେଇ ଆଲୋଚନା କରାଯାଉଛି।

Leave A Reply

Your email address will not be published.