ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ, ଏହି ଓ୍ବେବସାଇଟରେ ହେବ ଉବଲବ୍ଧ

ଭୁବନେଶ୍ବର(କେନ୍ଯୁଜ୍) :  ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆସନ୍ତାକାଲି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ରେଜଲ୍ଟ ସଂଧ୍ୟା ୬ଟା ପରେ ଓ୍ବେବସାଇଟ (bseodisha.ac.in ଓ bseodisha.nic.in ) ରେ ଉବଲବ୍ଧ ହେବ ।

ଇଣ୍ଟରନେଟ ସୁବିଧା ନଥିଲେ ଏସଏମଏସ କରି ବି ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR01<ରୋଲ ନଂ> ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.