Categories: ରାଜ୍ୟ

ବାଲୁଗାଁ: ବଡ଼କୁଳ ନିକଟ ପାନ୍ଥନିବାସରେ ଅନୁଷ୍ଠିତ ହେଲା ନୌଚାଳନା ପ୍ରତିଯୋଗୀତା, ଭାଗ ନେଲେ ୧୪୦ ଜଣ ପ୍ରତିଯୋଗୀ

ବାଲୁଗାଁ(କେନ୍ୟୁଜ୍): ଖୋର୍ଦ୍ଧା ଜିଲ୍ଲା ବଡ଼କୁଳ ନିକଟ ପାନ୍ଥନିବାସଠାରେ ନୌଚାଳନା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଛି । ଆଇ.ଏନ.ଏସ ଚିଲିକା ଦ୍ୱାରା ପ୍ରଥମ ଥର ଏହି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଆହୁଲା ମରା ଡଙ୍ଗା ଏବଂ କାତ ମରା ଡଙ୍ଗା ଦୁଇ ଭାଗରେ ଏହି ପ୍ରତିଯୋଗୀତା ହୋଇଥିଲା । ଉଭୟ ବିଭାଗରେ ପ୍ରାୟ ୧୪୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ ।

ଆହୁଲା ମରା ପ୍ରତିଯୋଗୀତାରେ ମା ନାରାୟଣୀ ଶାନ୍ତି ନଗର ବାଲୁଗାଁ ଏବଂ କାତ ମରାରେ ଜୟନ୍ତପୁର ବରଡିର ମା ଯୋଗମାୟା ପ୍ରଥମ ସ୍ଥାନ ଅଧିକାର କରିଥିଲେ । ତେବେ ଏଭଳି କାର୍ଯ୍ୟକ୍ରମ କରିବାର ମୂଳ ଉଦ୍ଦେଶ୍ୟ ଥିଲା ମତ୍ସ୍ୟଜୀବୀ ଏବଂ ନୌସେନା ମଧ୍ୟ ସୁସମ୍ପର୍କ ସ୍ଥାପନ କରିବା ।

 

 

 

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

6 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

8 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

16 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

41 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

50 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago