ରାଜ୍ୟ

ଚିଲିକା ମଧ୍ୟରେ ଡଙ୍ଗାରୁ ଖସି ପଡି ଚାଳକ ମୃତ

ଟାଙ୍ଗି : ଚିଲିକା ମଧ୍ୟରେ ଡଙ୍ଗାରୁ ଖସି ଡଙ୍ଗା ଚାଳକ ମୃତ | ମୃତ ଡଙ୍ଗା ଚାଳକଙ୍କ ନାମ ମୁନା ଦିହୁଡ଼ି (୩୩)। ସେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ସାମନ୍ତରାୟପୂର ଅଂଚଳର ବୋଲି ଜଣାଯାଇଛି । ମୃତ୍ୟୁର କାରଣ ଜଣାପଡିନାହିଁ । ସବୁଦିନ ପରି ଜୀବନ ଜୀବିକା ପାଇଁ ସେ ଚିଲିକା ମଧ୍ୟକୁ ଯାଇଥିଲେ। ତେବେ କଣ ପାଇଁ ଡଙ୍ଗାରୁ ପଡି ମୃତ୍ୟୁବରଣ କଲେ ତାହା ଜଣାପଡିନାହିଁ । ବାଲୁଗାଁ ଅଗ୍ନିଶମ ବାହିନୀ ମୃତ ଦେହ ଉଦ୍ଧାର କରି ବାଲୁଗାଁ ଡାକ୍ତରଖାନାରେ ପହଞ୍ଚାଇଛନ୍ତି।

Niharanjan

Recent Posts

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

8 mins ago

୫୬ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ନାଗପୁର, କେତେ ଡିଗ୍ରୀ ତାପମାତ୍ରା ସହ୍ୟ କରିପାରିବ ମଣିଷ ଶରୀର?

ଏଥର ଗରମ ସମସ୍ତ ରେକର୍ଡ ଭାଙ୍ଗିଦେଇଛି । ଚଳିତ ବର୍ଷ ସମଗ୍ର ଭାରତରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି, ଏଥିଯୋଗୁଁ…

12 mins ago

ହାଇକୋର୍ଟରେ ୧୩୦୦ରୁ ଅଧିକ ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଗୁଜରାଟ ହାଇକୋର୍ଟରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି…

19 mins ago

ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ

ବାଲେଶ୍ୱର (କେନ୍ୟୁଜ୍‌): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…

37 mins ago

ପୁଣେ ପୋର୍ସେ କାର ଦୁର୍ଘଟଣା ମାମଲା: ନାବାଳକ ଅଭିଯୁକ୍ତର ମା’ ଗିରଫ, ରକ୍ତ ନମୁନା ବଦଳାଇଥିବା ଅଭିଯୋଗ

ପୁଣେ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ନାବାଳକ ମା' ଶିବାନୀ…

46 mins ago

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

1 hour ago