କୁଆଖାଇ ନଦୀରେ ଭାସୁଛି ଗଳିତ ମୃତଦେହ

ଭୁବନେଶ୍ୱର(କେନ୍ୟୁଜ୍): କୁଆଖାଇ ନଦୀରେ ଭାସୁଛି ଗଳିତ ମୃତଦେହ । ମୃତକ ହେଲେ ଭୁବନେଶ୍ୱର ଉପକଣ୍ଠ ନହରକଣ୍ଟାର ତୋଫାନ ସାମଲ । ଗତ ୪ଦିନ ହେଲା ସେ ନିଖୋଜ ଥିଲେ ।

ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ପୂର୍ବଶତ୍ରୁତାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି କମିଶନରେଟ ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.