Below header

ଭୁବନେଶ୍ବର ଅନ୍ଧାରୁଆ ନିକଟରୁ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ନିକଟରେ ପଡିଛି ବାଇକ୍

ଭୁବନେଶ୍ବର: ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଅନ୍ଧାରୁଆ ନିକଟରୁ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ଯୁବକଙ୍କ ବାଇକ୍‌ ପଡିରହିଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଚନ୍ଦକା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପ୍ରାଥମିକ ତଦନ୍ତରୁ ଏହା ଦୁର୍ଘଟଣା ବୋଲି ଆଶଙ୍କା କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.