ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି ।

ସୁନ୍ଦରଗଡ଼ (କେନ୍ୟୁଜ୍‌): ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ ହତ୍ୟା ସନ୍ଦେହ ବଢିଛି । ବଡ଼ଗାଁ ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.