ରାଜ୍ୟ

କଳାହାଣ୍ଡି ରେଳ ଧାରଣାରୁ ବେଦାନ୍ତ ମେଡିକାଲ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ଗତ ବୁଧବାର ସାରିଥିଲେ ପୁଅର ନିର୍ବନ୍ଧ

କଳାହାଣ୍ଡି: କଳାହାଣ୍ଡି ଲାଞ୍ଜିଗଡ଼ ରୋଡ଼ ରେଳ ଷ୍ଟେସନର ସିକେରକୁପା ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି। ସୂଚନା ମୁତାବକ ଟ୍ରେନରେ କଟି ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତକ ଜଣକ ଲାଞ୍ଜିଗଡ଼ ବେଦାନ୍ତ ମେଡିକାଲ କର୍ମଚାରୀ ଜଗନ୍ନାଥ ବାଗ ବୋଲି ଜଣାପଡିଛି । ତାଙ୍କ ଘର ଭବାନୀପାଟଣା ଗୌଟିଆ ପଡାରେ।

ସେ ଗତ ୨୦୦୫ ମସିହାରୁ ଲାଞ୍ଜିଗଡ ବେଦାନ୍ତ ମେଡ଼ିକାଲରେ କାମ କରୁଥିଲେ।  ଫେବୃୟାର ୧ରୁ ଛୁଟିରେ ଥିଲେ ଏବଂ ଫେବୃଆରୀ ୭ ତାରିଖ ଦିନ ନିଜ କାର୍ଯ୍ୟରେ ଯୋଗଦେବାର ଥିଲା। ବୁଧବାର ତାଙ୍କ ପୁଅର ନିର୍ବନ୍ଧ ମଧ୍ୟ ଲାଞ୍ଜିଗଡରେ ସରିଥିଲା। କିନ୍ତୁ ଗୁରୁବାର ସନ୍ଧ୍ୟା ସମୟରେ ଭବାନୀପାଟଣା ଠାରୁ ଲାଞ୍ଜିଗଡ ବାହାରିଥିଲେ । ତେବେ ସିକେରକୁପା ଟ୍ରେନ ଫାଟକ ପାଖରେ ତାଙ୍କ ବାଇକ୍ ଥିବା ଦେଖିବାକୁ ମିଳିଥିବାବେଳେ  ୨୦୦ ମିଟର ଦୂରରେ ତାଙ୍କର ମୃତଦେହ ପଡିଥିଲା। ଏନେଇ ଖବର ପାଇ ଘଟଣାସ୍ଥଳରେ ଲାଞ୍ଜିଗଡ ପୋଲିସ ପହଁଚି ତଦନ୍ତ କରୁଛି।

Sonalisa

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

9 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

9 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

26 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

27 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

31 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

54 mins ago