ଟ୍ରକ୍ ଟର୍ମିନାଲ ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଟକ (କେନ୍ୟୁଜ): କଟକ ଜଗତପୁର ଟ୍ରକ୍ ଟର୍ମିନାଲ ନିକଟରେ ମିଳିଲା ମହିଳାଙ୍କ ମୃତଦେହ। ମହିଳାଙ୍କ ବୟସ ୫୦ରୁ ଅଧିକ ହେବ ବୋଲି ଜଣାପଡିଛି । ମୃତ ମହିଳା ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତଣ୍ଟି ଚିପା ଯାଇ ଥିବା ଜଣାପଡିଛି। ଘଟଣା ସ୍ଥଳରେ ଜଗତପୁର ଥାନା ପୋଲିସ ପହଞ୍ଚିଛି। ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ଛାନବିନ। ମୃତ ଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସସିବି ପଠାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.