ବଲାଙ୍ଗିର: ଚଲକି ପଞ୍ଚାୟତ ପିଇଓ ବିଶ୍ୱମ୍ବର ଭୋଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୩ଟି ଟିମ୍‌ ସାମିଲ୍

ବଲାଙ୍ଗିର(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ପୁଣି ସରକାରୀ ବାବୁ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ପଞ୍ଚାୟତ ପିଇଓ ବିଶ୍ୱମ୍ବର ଭୋଇ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟାଳୟରେ ଚଢାଉ ଚାଲିଛି ।

ଭିଜିଲାନ୍ସ ଡିଏସପି ସଦାନନ୍ଦ ପାଣିଙ୍କ ନେତୃତ୍ୱରେ ଚଢାଉ କରାଯାଇଛି । ଭିଜିଲାନ୍ସର ୩ଟି ଟିମ୍‌ ଚଢାଉରେ ସାମିଲ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.