Below header

କାର ସହ ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର । ୨୬ ନଂ ଜାତୀୟ ରାଜପଥର ଦେଓଘାଟି ନିକଟରେ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା ହୋଇଛି । ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ଜଣାପଡିଛି ।

କୋରାପୁଟ (କେନ୍ୟୁଜ); ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର । ୨୬ ନଂ ଜାତୀୟ ରାଜପଥର ଦେଓଘାଟି ନିକଟରେ କାର ସହ ବୋଲେରୋ ମୁହାଁ ମୁହିଁ ଧକ୍କା ହୋଇଛି । ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରୁ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ କୋରାପୁଟ ମେଡିକାଲ କଲେଜ ସ୍ଥାନାନ୍ତରିତ କରାଯାଇଛି । କୋରାପୁଟ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.