ଯୋଡ଼ା (କେନ୍ୟୁଜ): ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କୋଇଡ଼ା ଥାନା କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା ବୋଲି ଜଣାପଡିଛି। ସେପଟେ ଦୁର୍ଘଟଣାରେ ୨ଗୁରୁତରଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯଇଛି। ଘଟଣାସ୍ଥଳରେ ଚମ୍ପୁଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…