ବଲାଙ୍ଗିର (କେନ୍ୟୁଜ): ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କାରେ ଗଲା ୨ ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି, ତାଙ୍କ ନାଁ କପୁର ଚାନ୍ଦ ପୁଞ୍ଜି। ଅନ୍ୟ ଜଣଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାରେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲର ଭର୍ତ୍ତି କରାଯାଇଛି। ଏମାନେ ସମସ୍ତେ ବରଗଡ଼ ଜିଲ୍ଲା ବରପାଲି ଅନ୍ତର୍ଗତ ବାଲୁଜୁରିର ରାତ୍ରି ମାର୍କେଟକୁ ଯାଇଥିଲେ।
ସେଠାରୁ କଣ୍ଟାବାଞ୍ଜି ଫେରିବା ବେଳେ ବଲାଙ୍ଗିର ଲୋଇସିଂହା ବ୍ଲକ ବୁର୍ଡ଼ା ଛକରେ ମର୍ମନ୍ତୁଡ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…