ରାଜ୍ୟ

ଅନୁପ ସାଏଙ୍କ ବିରୋଧରେ ପୋଲିସ ହାତରେ ଠୋସ୍‌ ପ୍ରମାଣ: ଡବଲ ମର୍ଡର ମାମଲାର ଗୁମର ଖୋଲିବ ବୋଲେରୋ, ଗୁଜରାଟରେ ଖୋଜୁଛି ଛତିଶଗଡ଼ର ସ୍ୱତନ୍ତ୍ର ଟିମ୍‌

ରାୟଗଡ଼ : ରାୟଗଡ଼ ମାଆ ଓ ଝିଅଙ୍କୁ ଡବଲ ମର୍ଡର ମାମଲାର ଗୁମର ଖୋଲିବ ବୋଲେରୋ । ଛତିଶଗଡ଼ର ଏକ ସ୍ୱତନ୍ତ୍ର ଟିମ୍‌ ବୋଲେରୋ ଖୋଜିବା ପାଇଁ ଗୁଜରାଟ ଯାଇଛି । ସେପଟେ ଅନୁପ ସାଏଙ୍କ ବିରୋଧରେ ପୋଲିସ ହାତରେ ଲାଗିଛି ଠୋସ୍‌ ପ୍ରମାଣ । ତିନି ଦିନିଆ ରିମାଣ୍ଡରେ ଅଛନ୍ତି ଅନୁପ ସାଏ । ଏହି ରିମାଣ୍ଡ ସମୟରେ ଅଧିକ ତଥ୍ୟ ହାସଲ ପାଇଁ ଜେରା କରୁଛି ପୋଲିସ ।

ଉଭୟ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପ୍ରଥମେ ଅଲଗା ଅଲଗା ଓ ପରେ ମୁହାଁମୁହିଁ ଜେରା କରାଯାଇଥିଲା । ଗତକାଲି ଦିନିକିଆ ରିମାଣ୍ଡ ସରିବା ପରେ ବର୍ଦ୍ଧନକୁ କୋର୍ଟରେ ହାଜର କରାଯାଇଥିଲା । ଏହାପରେ ତାଙ୍କୁ ପୁଣି ଜେଲ୍‌କୁ ପଠାଇ ଦିଆଯାଇଛି । ଏପଟେ ଅନୁପଙ୍କ ନାର୍କୋ ଟେଷ୍ଟ ପାଇଁ ଆବେଦନର ଶୁଣାଣିକୁ ଶନିବାରକୁ କୋର୍ଟ ଘୁଞ୍ଚାଇ ଦେଇଛନ୍ତି କୋର୍ଟ ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

16 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

19 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

23 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

35 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

52 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago