ପୁରୀ କାଶୀହରିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା, ସରପଞ୍ଚ ପ୍ରାର୍ଥୀଙ୍କ ଘର ନିକଟରେ ବୋମା ମାଡ

ପୁରୀ(କେନ୍ଯୁଜ୍): ପୁରୀ ସଦର ନିର୍ବାଚନ ମଣ୍ଡଳୀ କାଶୀହରିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା । ସରପଞ୍ଚ ପ୍ରାର୍ଥୀଙ୍କ ଘର ନିକଟରେ ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ନିର୍ବାଚନକୁ ନେଇ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.