Below header

ପିପିଲି ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ବୋମା ମାଡ଼

ପିପିଲି(କେନ୍ୟୁଜ୍): ପିପିଲି ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ କମାକାନ୍ତିଆ ସ୍ଥିତ ଘର ଉପରକୁ ବୋମା ମାଡ଼ ହୋଇଛି । ଗତକାଲି ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ରେ ତାଙ୍କ ଘରର କବାଟ ଭାଙ୍ଗିବା ସହ କାନ୍ଥର କିଛି ଅଂଶ ଭାଙ୍ଗି ଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିବା ସହ ସୁରକ୍ଷା କାରଣରୁ ପୋଲିସ ମୁତୟନ କରାଯାଇଛି । ରାଜନୈତିକ କାରଣରୁ ବୋମାମାଡ଼ ହୋଇଥିବା ଆଶ୍ରିତ ଅଭିଯୋଗ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.