ଭୁବନେଶ୍ୱର : ରାଜଧାନୀରେ ବୋମାମାଡ଼ । ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି । ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ପରେ ଘଟଣା ସ୍ଥଳରେ ଭରତ ପୁର ଥାନା ପୁଲିସ୍ ପହଞ୍ଚି ଛାନଭିନ ଆରମ୍ଭ କରିଛି ।
ସୂଚନା ଅନୁସାରେ ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି ।
ଆହୁରି ପଢନ୍ତୁ : ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବିଭତ୍ସ ହତ୍ୟା ଅଭିଯୋଗ, ପୁଲିସର ତନାଘନା ଆରମ୍ଭ