ସମ୍ବଲପୁର(କେନ୍ୟୁଜ୍) : ଗଞ୍ଜେଇ ଗାଡ଼ିରୁ ଉଦ୍ଧାର ହୋଇଛି ବୋମା । ସମ୍ବଲପୁର ଜିଲ୍ଲା ଠେଲକୋଲୋଇ ଥାନା ଖିଣ୍ଡା ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ବେଳେ ମିଳିଲା ଗଞ୍ଜେଇ ଓ ବୋମା । ଯାଞ୍ଚ ବେଳେ ଗଞ୍ଜେଇ ଭର୍ତ୍ତି ଗାଡ଼ି ଭିତରେ ଥିଲା ବୋମା । ଘଟଣାସ୍ଥଳରୁ ଗାଡ଼ି ଛାଡି ଡ୍ରାଇଭର ଫେରାର୍ ହୋଇଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ବୋମାକୁ ଜବତ କରିଛି । ଗାଡ଼ିଟି କେଉଁଠୁ କୁଆଡ଼େ ଯାଉଥିଲା ଅଧିକ ଖୋଳତାଡ ଜାରି ରହିଛି ।
ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…
ଭୁବନେଶ୍ବର(କେନ୍ୟୁଜ୍): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…
ଭୁବନେଶ୍ବର(କେନ୍ୟୁଜ୍): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…
ମୟୂରଭଞ୍ଜ (କେନ୍ୟୁଜ୍): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…
ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…
ଭୁବନେଶ୍ୱର(କେନ୍ୟୁଜ୍): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…