ବୌଦ୍ଧରେ ଏକାଧିକ ଗାଡିକୁ ପିଟିଲା ସ୍କର୍ପିଓ, ୨ ମୃତ , ୩ ଗୁରୁତର

କଣ୍ଟାମଲ (କେନ୍ୟୁଜ): ବୌଦ୍ଧ ବହିରା ଛକ ଠାରେ ସ୍କର୍ପିଓ ଓ ସିରିଜ୍‌ ଦୁର୍ଘଟଣା । ସ୍କର୍ପିଓ ଟି ବଲାଙ୍ଗୀରରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା । ଘଟଣା ସ୍ଥଳରେ ୨ ମୃତ ୩ ଗୁରୁତର । ୫ ବାଇକ୍‌ କୁ ପିଟି ହୋଟେଲ ଭିତରକୁ ପଶିଗଲା ଗାଡ଼ି । ବାଇକ୍‌ ଆରୋହୀ ଆଇଁଲାପଳି PEO ଗୋବିନ୍ଦ ସାହୁ ମୃତ । ଅନ୍ଯ ଜଣେ ହୋଟେଲରେ ଛିଡା ହୋଇଥିବା ବ୍ଯକ୍ତିଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ଟାୟାର ଜାଳି ୫୭ ନଂ NH ଅବରୋଧ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.