Categories: ରାଜ୍ୟ

୪ ଦଫା ଦାବିରେ ଅନିର୍ଦ୍ଧିଷ୍ଟ କାଳ ପର‌୍ୟ୍ୟନ୍ତ ବୌଦ୍ଧ ବନ୍ଦ ଡାକରା

ବୌଦ୍ଧ (କେନ୍ୟୁଜ୍) : ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳୁ ସକାଳୁ ବିଜେପି କର୍ମୀମାନେ ପିକେଟିଂ କରି ଗାଡି ଚଲାଚଳ ଓ ଦୋକାନ ବଜାର ବନ୍ଦ କରିଛନ୍ତି। ଜିଲ୍ଲା ଭିତ୍ତିକ ଷ୍ଟାଫ୍ ନର୍ସ ପଦବୀ ନିଯୁକ୍ତି, ଜିଲ୍ଲାରେ ଧାନ ମଣ୍ଡି ବନ୍ଦ କରାଯିବାକୁ ବିରୋଧ, ଖୋର୍ଦ୍ଦା-ବଲାଙ୍ଗିର ରେଳ ପ୍ରକଳ୍ପର ନିର୍ମାଣ କାର‌୍ୟ୍ୟ ତ୍ୱରାନ୍ଵିତ କରିବା ସହ ଜିଲ୍ଲାରେ ଆରଆଇ ଓ ଅମିନ ନିଯୁକ୍ତିରେ ହୋଇଥିବା ଦୁର୍ନିିତୀର ତଦନ୍ତ କରି କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ଦାବି କରିଛି।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

5 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

14 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

14 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

31 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

32 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

36 mins ago