ରାଜ୍ୟ

ଏକତରଫା ପ୍ରେମକୁ ନେଇ ପ୍ରେମିକର ଉନ୍ମତ୍ତକାଣ୍ଡ: ଛୁରୀ ଆକ୍ରମଣରେ ଯୁବତୀ ଗୁରୁତର, ମାଆ ମୃତ

କଳାହାଣ୍ଡି: ଏକତରଫା ପ୍ରେମକୁ ନେଇ ପ୍ରେମିକର ହିଂସାକାଣ୍ଡ। ଯୁବକଙ୍କ ଆକ୍ରମଣରେ ଯୁବତୀ ଗୁରୁତର, ମାଆ ମୃତ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଳାହାଣ୍ଡି କେସିଙ୍ଗା କର୍ଲାଖୁଣ୍ଟା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ।

ଅଭିଯୋଗ ଅନୁୟାୟୀ ମାଆ ଓ ଝିଅ ପୋଖରୀରୁ ଗାଧୋଇ ଘରକୁ ଫେରୁଥିବାବେଳେ ସେହି ଗାଁର ତିଲକର ନାଏକ ଛୁରୀରେ ଦୁଇ ଜଣଙ୍କୁ ଆକ୍ରମଣ କରିଥିଲା। କେସିଙ୍ଗା ପୋଲିସ ଅଭିଯୁକ୍ତ ତିଲକରକୁ ଅଟକ ରଖି ପଚାରାଉଚରା କରୁଛି। ଏକତରଫା ପ୍ରେମକୁ ନେଇ ପ୍ରେମିକ ପ୍ରତିଶୋଧ ପରାୟଣ ହୋଇ ଏଭଳି କାଣ୍ଡ ଘଟାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Sonalisa

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

18 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

26 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

41 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

47 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago