ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

କେନ୍ୟୁଜ୍ (ବ୍ୟୁରୋ): ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା । ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ହେବ ଅନ୍‌ଲାଇନ୍‌ ପରୀକ୍ଷା । ଯିଏ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେନି, ସେମାନେ ସ୍ଥିତି ସୁଧୁରିବା ପରେ କଲେଜ ଖୋଲିଲେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ ।

ବିପିୟୁଟି ଅଧିନରେ ଥିବା ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟାର ପରୀକ୍ଷା ବାତିଲ୍‌ ହେବନି । ଏନେଇ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରେମାନନ୍ଦ ନାୟକ ସୂଚନା ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.