କଟକ: ବ୍ରହ୍ମାକୁମାରୀ ସଂସ୍ଥାର ମୁଖ୍ୟ ପ୍ରଶାସିକା ଏବଂ ସ୍ବଚ୍ଛ ଭାରତ ମିଶନର ବ୍ରାଣ୍ଡ୍ ଆମ୍ବାସାଡାର୍ ରାଜଯୋଗିନୀ ଦାଦୀ ଜାନକୀଙ୍କର ୧୦୪ ବର୍ଷ ବୟସରେ ପରଲୋକ ହୋଇଛି। ମହିଳାମାନଙ୍କ ଦ୍ୱାରା ସଂଞ୍ଚାଳିତ ବିଶ୍ୱର ସବୁଠୁ ବୃହତ ଆଧ୍ୟାତ୍ମିକ ସଂଗଠନ ବ୍ରହ୍ମାକୁମାରୀ ସଂସ୍ଥାର ସେ ମୁଖ୍ୟ ପ୍ରଶାସିକା ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ମାଉଣ୍ଟଆବୁ ସ୍ଥିତ ଗ୍ଲୋବାଲ୍ ହସ୍ପିଟାଲରେ ଗତକାଲି ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ଗତ ଦୁଇ ମାସରୁ ନିଶ୍ୱାସ ଏବଂ ପେଟ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କର ଅନ୍ତିମ ସଂସ୍କାର ବ୍ରହ୍ମାକୁମାରୀ ଅନ୍ତଃରାଷ୍ଟ୍ରୀୟ ମୁଖ୍ୟାଳୟ ଶାନ୍ତିବନ ପରିସରରେ ଗତକାଲି ଅପରାହ୍ନରେ ଶେଷ ହୋଇଛି। ରାଜଯୋଗିନୀ ଦାଦୀ ଜାନକୀଜୀ ୧ ଜାନୁଆରି ୧୯୧୬ରେ ଜନ୍ମ ଗ୍ରହଣ କରିଥିଲେ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…