ବ୍ରହ୍ମପୁର(କେନ୍ୟୁଜ୍): ଡିକି ଭାଙ୍ଗି ୫ ଲକ୍ଷ ୬୦ ହଜାର ଲୁଟ । ବ୍ରହ୍ମପୁରରେ ଗାଡ଼ି ଡିକି ଭାଙ୍ଗି ୫ ଲକ୍ଷ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଲୁଟ ର ଶିକାର ହୋଇଛନ୍ତି ସହର ଉପକଣ୍ଠ ସୁନାଦେଇ ଗାଁର କୃଷ୍ଣ ମହାରଣା l ବ୍ୟାଙ୍କରୁ ଟଙ୍କା ଉଠାଇବା ପରେ ଗାଡ଼ି ଡିକିରେ ଟଙ୍କା ରଖି ଦୋକାନ ଆଗରେ କୃଷ୍ଣ ମହାରଣା ଚା ପିଉଥିଲେ । ଏହି ସମୟରେ ତାଙ୍କ ଡିକିରୁ ଟଙ୍କା ଲୁଟ ହୋଇଛି । ଡିକିରୁ ଟଙ୍କା ଚୋରିର ଦୃଶ୍ୟ ସିସି ଟିଭି କ୍ୟାମେରାରେ କଏଦ ହୋଇଛି । ବୈଦ୍ୟନାଥପୁର ଥାନାରେ ଅଭିଯୋଗ ପରେ ପୋଲିସର ତଦନ୍ତ କରୁଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…