ଯାଜପୁର ଟାଉନ(କେନ୍ୟୁଜ୍): ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ଗଛରେ ବାନ୍ଧି ମାଡ଼ ଅଭିଯୋଗ। ଯାଜପୁର ଜିଲ୍ଲା ବିଂଝାରପୁର ବାଳମୁକୁଳି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଅଭିଯୋଗ ମୁତାବକ ଗାଁର ପ୍ରଶାନ୍ତ ଦାସ ନିଜ ଶ୍ୱଶୁର ଘରୁ ୧ ଲକ୍ଷ ଟଙ୍କା ଧାର ଆଣିଥିଲେ। ବାରମ୍ବାର ମାଗିବା ପରେ ମଧ୍ୟ ପ୍ରଶାନ୍ତ ଟଙ୍କା ନଦେଇ ଧରା ଛୁଆଁ ଦେଇ ନଥିଲେ।
ଆଜି ନିଜ ଶ୍ୱଶୁର ଘର ଲୋକେ ଜ୍ବାଇଁ ଘରକୁ ଆସି ତାଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରି ଥିଲେ। ଏ ଏନେଇ ବିଂଝାରପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…
ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…