Below header

ଦିଅରର ଟାଙ୍ଗିଆ ଚୋଟରେ ଭାଉଜ ମୃତ

କୁଚିଣ୍ଡା(କେନ୍ୟୁଜ୍) :ଭାଉଜକୁ ହାଣିଲା ଦିଅର। ଦିଅରର ଟାଙ୍ଗିଆ ଚୋଟରେ ଭାଉଜ ମୃତ । କୁଚିଣ୍ଡା ଥାନା ଗୁଣ୍ଡୁରିଚୁଆଁ କିଷାନପଡ଼ାରେ ଏହି ନୃଶଂସ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ଶୁକଦେଇ କିଷାନ । ଅଭିଯୁକ୍ତ ରାମ କିଷାନକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । କୁଚିଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ପାରିବାରିକ କଳହରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.