Categories: ରାଜ୍ୟ

ରାଉରକେଲା: ରିଉଁ ଗ୍ରାମରେ ଚାଞ୍ଚଲ୍ୟ, ଭାଉଜକୁ ହତ୍ୟା କରି ଦିଅରର ଆତ୍ମହତ୍ୟା

ରାଉରକେଲା ନିକଟ କୁଆରମୁଣ୍ଡା ବ୍ଲକର ରିଉଁ ଗ୍ରାମରେ ଭାଉଜ କୁ ଟାଙ୍ଗିଆ ରେ ନିର୍ମମ ଭାବେ ହତ୍ୟା କରି ଦିଅର ଆତ୍ମହତ୍ୟା।  ଘଟଣା ଘଟିଛି ଆଜି ଦିନ 11 ଟା ସମୟରେ  । ଭାଉଜ ମାନୀ ଭୂମିଜ ଘରେ ଶୋଇଥିବା ବେଳେ ଦିଅର ଲଖୀରାମ ଭୂମିଜ ଏକ ଟାଙ୍ଗିଆ ରେ ନିର୍ମମ ଭାବେ ମାନୀ ର ବେକ, ପେଟ ରେ ହାଣି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛି । ହତ୍ୟାର କାରଣ ଜଣା ପଡିନାହିଁ। ତେବେ ଗତକାଲି ରାତି ରେ ଦିଅର ଲଖି ରାମ ହସ୍ପିଟାଲରେ ଚିକିତ୍ସା ହେଉଥିଲା । ଆଜି ହସ୍ପିଟାଲ ରୁ ଆସିବା ପରେ ଏପରି କାଣ୍ଡ କରିଛି । ବିରମିତ୍ରପୁର ପୋଲିସ  ସାଇଣ୍ଟିଫିକ ଟିମ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

 

 

 

KNews Bureau

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

10 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

13 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

33 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago