Below header

ପଶ୍ଚିମବଙ୍ଗରୁ ଜଳେଶ୍ୱରକୁ ଚାଲାଣ ବେଳେ ୭ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର(କେନ୍ୟୁଜ୍): ପୁଣି ଧଳାଜହର ଜବତ । ପଶ୍ଚିମବଙ୍ଗରୁ ଜଳେଶ୍ୱରକୁ ଚାଲାଣ ବେଳେ ୭୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଜଳେଶ୍ୱର ପୋଲିସ । ଏହାର ଆନୁମାନିକ ମୁଲ୍ୟ ୭ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ଜଣକୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାପଡିଛି । ଏହି ର‍୍ୟାକେଟର ଚେର ଅନ୍ୟ ରାଜ୍ୟକୁ ବ୍ୟାପିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.