Below header

କଟକ ବାଲିଯାତ୍ରା ପଡିଆ ନିକଟରୁ ୨୩ ଲକ୍ଷ ଟଙ୍କାର ଧଳାଜହର ଜବତ, ଜଣେ ଗିରଫ

କଟକ: କଟକରୁ ଧଳାଜହର ଜବତ। ବାଲିଯାତ୍ରା ପଡିଆ ନିକଟରୁ ୨୨୫ ଗ୍ରାମ୍‌ ବ୍ରାଉନସୁଗର ଜବତ ହୋଇଛି । ବ୍ରାଉନସୁଗର କାରବାରରେ ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରିଛି କଟକ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ।

ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୨୩ ଲକ୍ଷ ଟଙ୍କା ହେବ । ଗିରଫ ଅଭିଯୁକ୍ତ ଜଳେଶ୍ୱରର ଅବଦୁଲ ହୁସେନ୍‌ ବୋଲି ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.