୧୦ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗର ଜବତ କଲା କଟକ ଲାଲବାଗ୍‌ ଥାନା ପୋଲିସ୍, ୨ ଗିରଫ

 କଟକ (କେନ୍ଯୁଜ୍): ୧୦୬ ଗ୍ରାମ୍‌ର ବ୍ରାଉନସୁଗର ଜବତ। ବ୍ରାଉନସୁଗର ଜବତ କଲା କଟକ ଲାଲବାଗ୍‌ ଥାନା ପୋଲିସ। ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଅଧିକ ଟଙ୍କା ହେବ। ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି।

ଗିରଫ ଦୁଇ ଜଣ ହେଲେ ଅଭିମନ୍ୟୁ ପଣ୍ଡା ଓ ଜ୍ୟାକି । ନଗଦ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି। ସାମ୍ବାଦିକ ସମ୍ମିଳନୀରେ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.