Below header

ଜଳେଶ୍ୱର ଷ୍ଟେସନରୁ ଦେଢ଼ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର(କେନ୍ୟୁଜ୍) : ଜବତ ହେଲା ଧଳା ଜହର। ୧୫ ଗ୍ରାମ ବ୍ରାଉନସୁଗାର ଜବତ ସହ ଜଣଙ୍କୁ ଗିରଫ କରାଯାଇଛି। ଜଳେଶ୍ୱର ଷ୍ଟେସନରୁ ଜବତ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବ୍ରାଉନସୁଗାର ଜଳେଶ୍ୱର ଷ୍ଟେସନରୁ ଭଦ୍ରକକୁ ଚୋରା ଚାଲାଣ ହେଉଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.