ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ୭ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କଲା ଅବକାରୀ ବିଭାଗ

ବାଲେଶ୍ୱର : ପୁଣି ଜବତ ହେଲା ବ୍ରାଉନ ସୁଗାର । ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ୬୮ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗ । ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୭ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ଘଟଣାରେ ସଂପୃକ୍ତି ଥିବା ରାଜପୁର ବସ୍ତିର ଆବାସ ଖାନକୁ ଗିରଫ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.