ଖୋର୍ଦ୍ଧାରୁ ୨୯୫ ଗ୍ରାମର ଧଳା ଜହର ଜବତ , ୨ ଗିରଫ

ଖୋର୍ଦ୍ଧା(କେନ୍ୟୁଜ୍) : ଖୋର୍ଦ୍ଧାରୁ ବ୍ରାଉନସୁଗାର ଜବତ। ଜବତ ହେଲା ୨୯୫ ଗ୍ରାମର ଧଳା ଜହର। ଚୋରା ଚାଲାଣ ଅଭିଯୋଗରେ ୨ଜଣଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୩୫ ଲକ୍ଷ ଟଙ୍କା ହେବ। ମଠସାହି ଓ ଭାଲିଆ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା।