ଖୋର୍ଦ୍ଧାରୁ ୧୮ ଗ୍ରାମ ବ୍ରାଉନ ସୁଗାର ସହିତ ନଗଦ ୯ ଲକ୍ଷ ୨୧ ହଜାର ଟଙ୍କା ଜବତ, ଜଣେ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାରୁ ୧୮ ଗ୍ରାମ ବ୍ରାଉନ ସୁଗାର ଜବତ। ଖୋର୍ଦ୍ଧା ମଡେଲ ପୋଲିସ ଆକସ୍ମିକ ଚଢ଼ାଉ କରି ମଧ୍ୟରାତ୍ରୀରେ ୧୮ ଗ୍ରାମ ବ୍ରାଉନ ସୁଗାର ସହିତ ନଗଦ ୯ ଲକ୍ଷ ୨୧ ହଜାର ଟଙ୍କା ଜବତ କରିଛି । ଏଥିସହ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିକୁ ଗିରଫ କରାଯାଇଥିବା ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.