ପୁରୀ (କେନ୍ଯୁଜ୍): ୩୬ ଲକ୍ଷର ବ୍ରାଉନ ସୁଗର ଜବତ ସହ ୪ ଗିରଫ । ପୁରୀ ବାସେଳି ସାହି ଥାନା ମାଟିତୋଟା ଅଞ୍ଚଳରେ ପୋଲିସ ଓ ଏସଟିଏଫର ମିଳିତ ଚଢାଉ କରାଯାଇଥିଲା । ବ୍ରାଉନ ସୁଗାର ମାଫିଆ ଫିରୋଜ ଖାନ ସହ ୪ଜଣଙ୍କୁ ଗିରଫ କରିଛି ପୁରୀ ପୋଲିସ ।
ଏମାନଙ୍କ ନିକଟରୁ ନଗଦ ୧୭ ହଜାର ଟଙ୍କା ସହ ୩ଟି ବାଇକ ଓ ୫ଟି ମୋବାଇଲ ଫୋନ୍ ଜବତ କରିଛି ପୋଲିସ । ଗତକାଲି ରାତିରେ ବ୍ରାଉନ ସୁଗର ବିକ୍ରି କରିବା ପାଇଁ ମାଫିଆ ଫିରୋଜ ଖାନ ସହ ଏହି ୩ ଅଭିଯୁକ୍ତ ପୁରୀ ଆସୁଥିବା ବେଳେ ମାଟିତୋଟା ପଡିଆ ଠାରେ ବାସେଳୀ ସାହି ଥାନା ପୋଲିସ ଓ ଏସଟିଏଫ ଚଢାଉ କରି ଏମାନଙ୍କୁ ଗିରଫ କରିଛି । ଆଜି ଏନେଇ ବାସେଳୀ ସାହି ଥାନାରେ ପୁରୀ ଏସପି କନୱର ବିଶାଳ ସିଂ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…