ଭଦ୍ରକ(କେନ୍ଯୁଜ୍): ଭଦ୍ରକର ଚରମ୍ପା-ଧାମରା ରେଲୱେ ଓଭରବ୍ରିଜ ନିକଟରୁ ବ୍ରାଉନସୁଗର ଜବତ । ପ୍ରାୟ ୫୦୦ ଗ୍ରାମର ବ୍ରାଉନ୍ସୁଗାର ଜବତ । ଏହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି ପୋଲିସ୍ ।
ଗିରଫ ଯୁବକ ଜଣକ ହେଉଛନ୍ତି ଏରେଇଁ ଅଞ୍ଚଳର ଏସ୍.କେ ରବିବୁଲ । ଅଭିଯୁକ୍ତଙ୍କ ବିରୋଧରେ ପୂର୍ବରୁ ଅନେକ ମାମଲା ଥିବା ଜଣାପଡିଛି । ଜଳେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଅଭିଯୁକ୍ତଙ୍କୁ ଧରିଥିଲା ଗ୍ରାମଞ୍ଚଳ ପୋଲିସ୍ ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…