ରାଜ୍ୟ

ରାଜଧାନୀରୁ ୨ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ: ଡିଲ୍‌ ବେଳେ ମାଡିବସିଲା କ୍ରାଇମବ୍ରାଞ୍ଚ STF ଟିମ, ୩ ଗିରଫ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରୁ ୨ କୋଟିରୁ ଅଧିକ ବ୍ରାଉନସୁଗାର ଜବତ। ଏମ୍‌ସ ନିକଟରେ ଡିଲ୍‌ ବେଳେ ମାଡିବସିଲା କ୍ରାଇମବ୍ରାଞ୍ଚ STF। ୨ କେଜି ୫୮ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ କୋଟିରୁ ଅଧିକ ହେବ। ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ।

୨୦୨୦ରୁ ଏପର୍ଯ୍ୟନ୍ତ ୫୪ କେଜିରୁ ଅଧିକ ବ୍ରାଉନସୁଗାର, ୨୦୨ ଗ୍ରାମର କୋକେନ, ୧୦ କ୍ୱିଣ୍ଟାଲ ଗଞ୍ଜେଇ ଓ ୭୫୦ଗ୍ରାମ ଅଫିମ ଜବତ ହେଲାଣି। ଏଥସହ ୧୫୦ଜଣ ନିଶା ମାଫିଆଙ୍କୁ ଗିରଫ କରିଛି STF ଟିମ୍‌।

Barsha

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

6 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

12 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

25 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago