କଳାହାଣ୍ଡି: ଗଳା କାଟି ଯୁବକଙ୍କୁ ନିର୍ମମ ହତ୍ୟା। କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ପୁଇଗୁଡ଼ା ନଦୀ କଡରୁ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।
ଯୁବକଙ୍କ ବାମ ହାତରେ ନାଁ ଚିତା କୁଟା ଯାଇଥିଲେ ମଧ୍ୟ ତାହା ଅସ୍ପଷ୍ଟ ଦେଖାଦେଉଛି। ମୃତଦେହ ନିକଟରେ ୩ଟି ମଦ ବୋତଲ ଓ ଖାଇବା ସାମଗ୍ରୀ ପଡି ରହିଥିଲା।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…