ରାଜ୍ୟ

ବୀଭତ୍ସ ହତ୍ୟାକାଣ୍ଡ, ଘର ଭିତରେ ପଡିଛି ବୃଦ୍ଧଙ୍କ ରକ୍ତାକ୍ତ ମୃତଦେହ

ବରଗଡ଼ (କେନ୍ୟୁଜ): ଗଳାକାଟି ବୃଦ୍ଧଙ୍କୁ ହତ୍ୟା। ବରଗଡ଼ ମେଳଛାମୁଣ୍ଡା ଥାନା କୁଣ୍ଡାଖାଇ ଗାଁରେ ଘର ଭିତରେ ପଡିଛି ରକ୍ତାକ୍ତ ମୃତଦେହ। ମୃତକ ଶ୍ୟାମ ପ୍ରଧାନ।

ଗତକାଲି ରାତିରେ କିଛି ଦୁର୍ବୃତ୍ତ ଶ୍ୟାମ ପ୍ରଧାନଙ୍କ ଘରେ ପଶି ହତ୍ୟା କରିବା ସହ ଟଙ୍କା ସୁନା ଲୁଟ କରି ନେଇଛନ୍ତି। ହତ୍ୟା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ମେଲଛାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି। ଏହାକୁ ନେଇ ଗାଁ ଲୋକଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

18 mins ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

2 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

3 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

4 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

5 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

5 hours ago