କେନ୍ୟୁଜ୍(ବ୍ୟୁରୋ): ଓଡିଶା ଟିଚର ଏଲିଜିବିଲିଟ ଟେଷ୍ଟ ବା ଓଟିଇଟି ୨୦୨୨ ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନର ଶେଷ ତାରିଖକୁ ବୃଦ୍ଧି କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଥିବା ଏହି ପରୀକ୍ଷା ପାଇଁ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀ ମାନେ ୧୦ ତାରିଖ ସକାଳ ୧୦ ଟାରୁ ୧୯ ତାରିଖ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ ବୋଲି ଘୋଷଣା ହୋଇଥିଲା ।
ଏବେ ଅକ୍ଟୋବର ୨୬ ତାରିଖ ରାତି ୧୧ ଟା ୪୫ ମିନିଟ ଯାଏ ଆବେଦନ କରି ପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । www. bseodisha.ac. in ୱେବସାଇଟରେ ଏଥିପାଇଁ ଆବେଦନ କରିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି । ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି ପାସ କରିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…