Below header

ଫେବୃୟାରୀ ୧୪ରୁ ଆରମ୍ଭ ହେବ ବଜେଟ ଅଧିବେଶନ

ଫେବୃୟାରୀ ୧୪ରେ ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୮ରେ ଆଗତ ହେବ ରାଜ୍ୟ ବଜେଟ। ୨ଟି ପର୍ଯ୍ୟାୟରେ ଚାଲିବ ବଜେଟ୍‌ ଅଧିବେଶନ। ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ବଜେଟ୍‌ ଅଧିବେଶନ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ରୁ ୨୬ତାରିଖ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୧ରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ତାଲିବ। ଏଥର ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟଦିବସ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.