Below header

କେନ୍ଦ୍ରାପଡ଼ା ନିରାମୟ ଔଷଧ ବିତରଣ କେନ୍ଦ୍ରରେ ଅଗ୍ନିକାଣ୍ଡ : ଜଳିଗଲା ବହୁ ଔଷଧ ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

କେନ୍ଦ୍ରାପଡ଼ା : ନିରାମୟ ଔଷଧ ବିତରଣ କେନ୍ଦ୍ରରେ ନିଆଁ । ଜଳିଗଲା ବହୁ ଔଷଧ ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର । ଗତକାଲି ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁ ଲାଗି ଯାଇଥିଲା । ଫଳରେ ନିରାମୟ କେନ୍ଦ୍ରର କମ୍ପୁଟର, ଆସବାବପତ୍ର ଜଳି ପାଉଁଶ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.