Categories: ରାଜ୍ୟ

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌, ୧୦ରୁ ଅଧିକ ଯାତ୍ରୀ ଆହତ

ବାଲେଶ୍ୱର(କେନ୍ୟୁଜ୍) : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌ । ଦୁର୍ଘଟଣା ଯୋଗୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବସ୍‌ଟି ବାଲେଶ୍ୱରରୁ ଅନୁଗୁଳ ଆସୁଥିବା ବେଳେ ପରଜଙ୍ଗ ଥାନା ଖଇରାମୁଣ୍ଡା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ । ଅନୁଗୁଳ ରାଣୀଗୁଡ଼ା ଗାଁର କିଛି ଲୋକ ତୀର୍ଥ କରିବାକୁ ଯାଜପୁର ଓ ବାଲେଶ୍ୱର ଯାଇଥିଲେ । ଫେରିବା ବେଳେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

26 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

41 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

56 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago