ବାଙ୍କୀ ରଣଶଙ୍ଖ ନିକଟରେ ଭାରସାମ୍ୟ ହରାଇଲା ବସ : ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କଟକ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ବାଙ୍କୀ ରଣଶଙ୍ଖ ନିକଟରେ ଭାରସାମ୍ୟ ହରାଇ ବସଟି ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ବସରେ ଥିବା ୪୦ଜଣ ଯାତ୍ରୀଙ୍କ ମଧ୍ୟରୁ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ବାଙ୍କୀ ବାଲିପାହାଡରୁ କଟକ ଯାଉଥିଲା।

You might also like