Below header

ସୁବର୍ଣ୍ଣପୁର : ଗଛରେ ପିଟିହେଲା ବସ୍, ୧୮ ଆହତ

ଭୁବନେଶ୍ୱର (କେନ୍ୟୁଜ୍) : ଖୋର୍ଦ୍ଧା ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ମନୁମୁଣ୍ଡା ବାସୁଦେବପାଲିରେ ବସ୍ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଭୁବନେଶ୍ୱରରୁ ଆସୁଥିବା ବସଟି ଭାରସାମ୍ୟ ହରାଇ ଗଛକୁ ପିଟିଥିଲା । ଫଳରେ ବସରେ ଥିବା ୬୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.